Luke 19:28 — Compare Translations

7 translations compared side by side

Odia - 1840
"ଯୀଶୁ ଏସବୁ କହିସାରିବା ପରେ ୟିରୂଶାଲମ ଆଡକୁ ଯାତ୍ରା ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ କଥା କହି ସେ ଅଗ୍ରସର ହୋଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏ କଥା କହି ଯିରୂଶାଲମ ଅଭିମୁଖେ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଯିରୁଶାଲମ ପ୍ରବେଶ ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುನ್ ಹೊಲ್ಲ್ಯಾ ಮಾನಾ, ಜೆಜು ತೆಂಚ್ಯಾ ಫಿಡೆ-ಫಿಡೆ ಜೆರುಜಲೆಮಾಕ್ ಜಾವ್ಕಲಾಗ್ಲೊ.