Luke 19:29 — Compare Translations

7 translations compared side by side

Odia - 1840
"ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ସେ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ⇧,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜୀତ ପର୍ବତ ପାଖରେ ଥିବା ବେଥ୍‌ଫାଗୀ ଓ ବେଥନୀର ନିକଟବର୍ତ୍ତୀ ହେବା ପରେ ଦୁଇ ଶିଷ୍ୟଙ୍କୁ
Odia Bible ERV 2004 (ପବିତ୍ର ବାଇବଲ)
ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಓಲಿವ್ ಮಡ್ಡಿವೈಲ್ಯಾ ಬೆತ್ಫಗೆ, ಅನಿ ಬೆಥನಿಚ್ಯಾ ಜಗ್ಗೊಳ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ತೆನಿ ಅಪ್ನಾಚ್ಯಾ ದೊಗೆ ಜಾನಾ ಶಿಸಾಕ್ನಿ.