Luke 19:31 — Compare Translations
7 translations compared side by side
Odia - 1840
"ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାହିଁକି ଏହାକୁ ଫିଟାଉଛ ବୋଲି ଯଦି କେହି ତୁମକୁ ପଚାରେ, ତାକୁ କୁହ ଯେ, ଗୁରୁଙ୍କର ଏହା ପ୍ରୟୋଜନ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕೊನ್ಬಿ ತುಮ್ಕಾ ತ್ಯಾ ಗಾಡ್ವಾಕ್ ಕಶ್ಯಾಕ್ ಸೊಡ್ವುಲ್ಯಾಸಿ ಮನುನ್ ಇಚಾರ್ಲ್ಯಾರ್, ತೆಕಾ ಧನಿಯಾಕ್ ತೆಚಿ ಗರಜ್ ಹಾಯ್ ಮನುನ್ ಸಾಂಗಾ” ಮನುನ್ ಸಾಂಗುನ್ ಧಾಡುನ್ ದಿಲ್ಯಾನ್.