Luke 19:33 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗଧ ଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକ ସେମାନଙ୍କୁ ପଚାରିଲେ, “କାହିଁକି ଏହାକୁ ଫିଟାଉଛ?”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಗಾಡ್ವಾಕ್ ಸೊಡ್ವುತಾನಾ, ತ್ಯಾ ಗಾಡ್ವಾಚ್ಯಾ ಪೆಟ್ಯಾಚ್ಯಾ ಯಜಮಾನಾನ್ ತೆಂಕಾ “ತೆಕಾ ಕಶ್ಯಾಕ್ ಸೊಡ್ವುಲ್ಯಾಸಿ ತುಮಿ?” ಮನುನ್ ಇಚಾರ್‍ಲ್ಯಾನ್.