Luke 19:35 — Compare Translations
7 translations compared side by side
Odia - 1840
"ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗଧ ଛୁଆକୁ ଯୀଶୁଙ୍କ ପାଖକୁ ନେଲେ। ତା’ ଉପରେ ନିଜ ନିଜର ଲୁଗା ବିଛାଇ ଯୀଶୁଙ୍କୁ ବସାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା’ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತ್ಯಾ ಗಾಡ್ವಾಚ್ಯಾ ಪೆಟ್ಯಾಕ್ ಜೆಜುಕ್ಡೆ ಘೆವ್ನ್ ಗೆಲ್ಯಾನಿ ತನ್ನಾ ತೆನಿ ತೆಂಚೆ ಕಪ್ಡೆ ತ್ಯಾ ಜನಾವರಾಚ್ಯಾ ವರ್ತಿ ಟಾಕ್ಲ್ಯಾನಿ, ಅನಿ ಜೆಜುಕ್ ತೆಚೆ ವರ್ತಿ ಬಸುಕ್ ಮಜತ್ ಕರ್ಲ್ಯಾನಿ.