Luke 19:36 — Compare Translations

7 translations compared side by side

Odia - 1840
"ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଚଢ଼ି ଯାତ୍ରା କରିବାବେଳେ ଲୋକମାନେ ମଧ୍ୟ ରାସ୍ତାରେ ସେମାନଙ୍କ ଲୁଗା ବିଛାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಚೆ ವರ್‍ತಿ ಬಸೂನ್ ಯೆತಾನಾ, ಲೊಕಾನಿ ಅಪ್ನಾಚೆ ಕಪ್ಡೆ ರಸ್ತ್ಯಾ ವರ್‍ತಿ ಹಾತರ್‍ಲ್ಯಾನಿ.