Luke 19:38 — Compare Translations
7 translations compared side by side
Odia - 1840
"ସ୍ବାଗତ କରି କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେଉଁ ରାଜା ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ! ସ୍ୱର୍ଗରେ ଶାନ୍ତି ଓ ଈଶ୍ୱରଙ୍କ ଗୌରବ ହେଉ!”
Odia Bible ERV 2004 (ପବିତ୍ର ବାଇବଲ)
“ସ୍ୱାଗତ କରି କହିଲେ: “‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಲೊಕಾ, ಸರ್ವೆಸ್ವರಾಚ್ಯಾ ನಾವಾನ್ ಯೆತಲ್ಯಾ ರಾಜಾಕ್ ದೆವ್ ಆಶಿರ್ವಾದ್ ದಿಂವ್ದಿ! ಸರ್ಗಾ ವರ್ತಿ ಶಾಂತಿ, ಅನಿ ದೆವಾಕ್ ಮಹಿಮಾ ಹೊಂವ್ದಿ! ಮನುಕ್ಲಾಲಿ.