Luke 19:39 — Compare Translations

7 translations compared side by side

Odia - 1840
"ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଲୋକଗହଳି ମଧ୍ୟରୁ କେତେକ ଫାରୁଶୀ ଯୀଶୁଙ୍କ ସହିତ କଥାବାର୍ତ୍ତା କରି କହିଲେ, “ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ତୁନି ହୋଇ ରହିବାକୁ ଆଦେଶ ଦିଅନ୍ତୁ!”
Odia Bible ERV 2004 (ପବିତ୍ର ବାଇବଲ)
ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ಹೊತ್ತ್ಯಾ, ಉಲ್ಲ್ಯಾಸ್ಯಾ ಫಾರಿಜೆವಾನಿ ಜೆಜುಕ್ “ಗುರುಜಿ, ತುಜ್ಯಾ ಶಿಸಾಕ್ನಿ ಗಪ್ ರ್‍ಹಾವಾ, ಮನುನ್ ಸಾಂಗ್” ಮಟ್ಲ್ಯಾನಿ.