Luke 19:4 — Compare Translations
7 translations compared side by side
Odia - 1840
"ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ଆଗକୁ ଦୌଡ଼ିଯାଇ ତାହାଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ଆଗକୁ ଦୌଡ଼ି ଯାଇ ଯୀଶୁଙ୍କୁ ଦେଖିବା ପାଇଁ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲା, କାରଣ ସେହି ବାଟ ଦେଇ ଯୀଶୁଙ୍କର ଯିବାର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತೊ ತ್ಯಾ ತಾಂಡ್ಯಾಚ್ಯಾ ಫಿಡೆ ಗೆಲೊ, ಅನಿ ಜೆಜುಕ್ ಬಗುಕ್ ಮನುನ್ ಎಕ್ ಅಂಜುರಾಚ್ಯಾ ಝಾಡಾ ವರ್ತಿ ಚಡ್ಲೊ. ಜೆಜು ತ್ಯಾ ಝಾಡಾಚ್ಯಾ ಬುಡ್ನಾಚ್ ಪಾರ್ ಹೊವ್ನ್ ಜಾನಾರ್ ಹೊತ್ತೊ.