Luke 19:40 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଯଦି ସେମାନେ ତୁନି ହେବେ, ତା’ହେଲେ ପଥରଗୁଡ଼ା ଚିକ୍ରାର କରି ଉଠିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ “ಮಿಯಾ ತುಮ್ಕಾ ಸಾಂಗ್ತಾ ಜರ್ ಹ್ಯಾ ಲೊಕಾನಿ ವದರ್‍ತಲೆ ಬಂದ್ ಕರ್ಲ್ಯಾರ್ ಗುಂಡೆ ಬೊಬ್ ಮಾರುಕ್‍ ಲಾಗ್ತ್ಯಾತ್” ಮನುನ್ ಜಬಾಬ್ ದಿಲ್ಯಾನ್.