Luke 19:42 — Compare Translations
7 translations compared side by side
Odia - 1840
"ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁଣ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶାନ୍ତି ପାଇଁ କ’ଣ ଆବଶ୍ୟକ, ତାହା ଯଦି ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଦେଖିପାରୁ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮನುಕ್ಲಾಲೊ ಆಜ್ ತಿಯಾ ತರ್ಬಿ ಸಮಾದಾನ್ ಪಾಜೆ ಮನುನ್ ಕಳ್ವುನ್ ಘೆಟಲ್ಲೆ ರ್ಹಾಲ್ಯಾರ್, ಕವ್ಡೆ ಬರೆ ಹೊಯ್ ಹೊತ್ತೆ! ಖರೆ ಅತ್ತಾ ತೆ ತುಕಾ ದಿಸಿನಾ!