Luke 19:43 — Compare Translations

7 translations compared side by side

Odia - 1840
"ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୋʼ ଉପରେ କୃପାଦୃଷ୍ଟିର ସମୟ ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଆସିବ, ଯେତେବେଳେ ମୋର ଶତ୍ରୁମାନେ ଚାରିପଟେ ବନ୍ଧ ବାନ୍ଧି ତୋତେ ଅବରୋଧ କରିବେ ଓ ଚାରିଆଡ଼ୁ ତୋ’ ଉପରକୁ ମାଡ଼ି ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಎಕ್ ಎಳ್ ಯೆತಾ ತುಜೆ ದುಸ್ಮಾನ್ ತುಜ್ಯಾ ಭೊತ್ಯಾನಿ ಯೆವ್ನ್ ಅಡ್ಗೊಲ್ ಘಾಲ್ತ್ಯಾತ್, ಅನಿ ತುಜಿ ರಸ್ತೆ ಸಗ್ಳೆ ಬಂದ್ ಕರ್‍ತ್ಯಾತ್, ಅನಿ ಸಗ್ಳ್ಯಾಕ್ನಾ ತುಕಾ ಬಂದ್ ಕರುನ್ ಸೊಡ್ತ್ಯಾತ್.