Luke 19:44 — Compare Translations
7 translations compared side by side
Odia - 1840
"ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିସାତ୍ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୋତେ ଓ ତୋର ପାଚେରୀ ମଧ୍ୟରେ ଥିବା ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବେ; ସେମାନେ ଗୋଟିଏ ପଥର ସୁଦ୍ଧା ତା’ ସ୍ଥାନରେ ଛାଡ଼ିବେ ନାହିଁ, କାରଣ ଈଶ୍ୱର ଯେଉଁ ସମୟରେ ତୋତେ ରକ୍ଷା କରିବାକୁ ଆସିଥିଲେ, ତୁ ସେହି ସମୟ ଜାଣି ପାରିଲୁ ନାହିଁ!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ತುಜ್ಯಾ ಭುತ್ತುರ್ ಹೊತ್ತ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ನಾಸ್ ಕರ್ತ್ಯಾತ್; ತುಜ್ಯಾ ಭೊತ್ಯಾನ್ಲ್ಯಾ ಭಿತ್ತಿಚೊ ಎಕ್ ಗುಂಡ್ಯಾರ್ ಗುಂಡೊ ಸೈತ್ ಥೈನಸ್ತಾನಾ ಕೊಸ್ಳುನ್ ಘಾಲ್ತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವ್ ತುಕಾ ಬಚಾವ್ ಕರುಕ್ ಮನುನ್ ಯೆಲ್ಲೊ ಎಳ್ ತಿಯಾ ವಳ್ಕುಕ್ ನೈ!