Luke 19:48 — Compare Translations
7 translations compared side by side
Odia - 1840
"କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ତାହା କରିବା ପାଇଁ କୌଣସି ଅବକାଶ ପାଇଲେ ନାହିଁ, କାରଣ ଲୋକମାନେ ତାଙ୍କ ଶିକ୍ଷାର ପ୍ରତ୍ୟେକ ଶବ୍ଦକୁ ମନ ଦେଇ ଶୁଣୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಕಾ ಜೆಜುಕ್ ಜಿವಾನಿ ಮಾರ್ತಲಿ ವಾಟ್ ಗಾವುಕುಚ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್,ಲೊಕಾ ಎಕ್ ಶಬದ್ ಸೈತ್ ಚುಕಿನಸ್ತಾನಾ, ಬರೆ ಕರುನ್ ಜೆಜು ಸಾಂಗ್ತಲೆ ಆಯ್ಕುಲಾಗಲ್ಲಿ.