Luke 19:5 — Compare Translations
7 translations compared side by side
Odia - 1840
"ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଯୀଶୁ ସେହି ସ୍ଥାନରେ ପହଞ୍ଚିଲେ, ସେ ଉପରକୁ ଅନାଇ ଜଖିୟକୁ କହିଲେ, “ଜଖିୟ, ଶୀଘ୍ର ତଳକୁ ଓହ୍ଲାଇ ଆସ; ଆଜି ମୋତେ ତୁମ ଘରେ ରହିବାକୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತ್ಯಾ ಜಾಗ್ಯಾರ್ ಯೆವ್ನ್ ಪಾವಲ್ಲ್ಯಾ, ತನ್ನಾ ವೈರ್ ಬಗಟ್ಲ್ಯಾನ್ ಅನಿ ಜಾಕ್ಕೆವ್ಸಾಕ್, ಜಾಕ್ಕೆವ್ಸ್, ಲಗ್ಗುನಾ ಖಾಲ್ತಿ ಉತ್ರುನ್ ಯೆ, ಕಶ್ಯಾಕ್ ಮಟ್ಲ್ಯಾರ್, ಆಜ್ ತುಜ್ಯಾ ಘರಾತ್ ಮಾಕಾ ವಸ್ತಿ ರ್ಹಾವ್ಕ್ ಪಾಜೆ ಮಟ್ಲ್ಯಾನ್.