Luke 19:6 — Compare Translations
7 translations compared side by side
Odia - 1840
"ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଖିୟ ଶୀଘ୍ର ତଳକୁ ଓହ୍ଲାଇ ଆସି ମହାନନ୍ଦରେ ତାଙ୍କୁ ସ୍ୱାଗତ କଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜಾಕ್ಕೆವ್ಸ್ ಲಗುಲಗುನಾ ಉತ್ರುನ್ ಯೆಲೊ ಅನಿ ಲೈ ಕುಶಿನ್ ತೆನಿ ಜೆಜುಕ್ ಸ್ವಾಗತ್ ಕರ್ಲ್ಯಾನ್.