Luke 19:7 — Compare Translations

7 translations compared side by side

Odia - 1840
"ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ଲୋକମାନେ ବିରକ୍ତ ହୋଇ ପରସ୍ପର ମଧ୍ୟରେ କୁହାକୁହି ହେଲେ, “ଦେଖ! ଜଣେ ପାପୀ ଘରକୁ ସେ ଅତିଥି ହୋଇ ଯାଇଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
Odia IRV 2017 (ଓଡିଆ ବାଇବେଲ)
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗಟಲ್ಲೆ ಸಗ್ಳೆ ಜಾನಾ, “ಹ್ಯೊ ಮಾನುಸ್, ಎಕ್ ಪಾಪಿ ಮಾನ್ಸಾಚ್ಯಾ ಘರಾತ್ ಸೊಯ್ರೊ ಹೊವ್ನ್ ಗೆಲಾ” ಮನುನ್ ಪುಸ್ಪುಸುನ್ ಬೊಲುಕ್‍ಲಾಲೆ.