Luke 19:9 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଏ ଲୋକଟି ପ୍ରକୃତ ରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପୟୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ ಆಜ್ ಹ್ಯಾ ಘರಾತ್ ಸುಟ್ಕಾ ಯೆವ್ನ್ ಪಾವ್ಲಾ, ಅನಿ ಹ್ಯಾ ಮಾನ್ಸಾಕ್ ಬಿ. ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಬಿ ಅಬ್ರಾಹಾಮಾಚ್ಯಾ ಘರಾನ್ಯಾಚೊಚ್.