Luke 2:1 — Compare Translations

7 translations compared side by side

Odia - 1840
"ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଜନ୍ମ ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಗಸ್ತುಸ್ ಕೈಸರಾಚ್ಯಾ ಕಾಲಾತ್ ಸಗ್ಳ್ಯಾ ರೊಮಾಚ್ಯಾ ರಾಜಾಚ್ಯಾ ಲೊಕಾಂಚಿ ಮೆಜ್ನಿ ಕರುಚಿ ಮನುನ್ ಹುಕುಮ್ ಹೊಲೊ.