Luke 2:10 — Compare Translations
7 translations compared side by side
Odia - 1840
"ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ! ମୁଁ ତୁମ୍ଭମାନଙ୍କ ନିମନ୍ତେ ଶୁଭବାର୍ତ୍ତା ନେଇ ଏଠାକୁ ଆସିଛି। ତାହା ସମସ୍ତଙ୍କର ଆନନ୍ଦଦାୟକ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ದುತಾನ್ “ಭಿಂವ್ನಕಾಶಿ ಸಗ್ಳ್ಯಾ ಲೊಕಾಕ್ನಿ ಖುಶಿ ಹಾನ್ತಲಿ ಬರಿ ಖಬರ್ ಮಿಯಾ ತುಮ್ಕಾ ಘೆವ್ನ್ ಯೆಲಾ”.