Luke 2:11 — Compare Translations
7 translations compared side by side
Odia - 1840
"କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ, ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆଜି ଦାଉଦଙ୍କ ସହରରେ ତୁମ୍ଭମାନଙ୍କର ପରିତ୍ରାଣକର୍ତ୍ତା ଜନ୍ମ ହୋଇଛନ୍ତି - ସେ ଖ୍ରୀଷ୍ଟ ପ୍ରଭୁ!
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದಾವಿದಾಚ್ಯಾ ಶಾರಾತ್ ಆಜ್ ತುಮ್ಕಾ ಸುಟ್ಕಾ ದಿತಲೊ ಧನಿ, ಕ್ರಿಸ್ತ್ ಜಲಮ್ಲಾ”.