Luke 2:13 — Compare Translations

7 translations compared side by side

Odia - 1840
"ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ସ୍ୱର୍ଗର ଅସଂଖ୍ୟ ଦୂତବାହିନୀ ସେହି ଦୂତଙ୍କ ସହିତ ଆବିର୍ଭୂତ ହୋଇ ଈଶ୍ୱରଙ୍କ ପ୍ରଶଂସା କରି ଗାୟନ କଲେ:
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಮ್, ಸರ್‍ಗಾ ವೈಲ್ಯಾ ದೆವಾಚ್ಯಾ ದುತಾಂಚೊ ತಾಂಡೊ “ದೆವಾಕ್ ಆರಾದನ್” ಕರುಕ್ ಮನುನ್ ಗಿತ್ ಮನ್ತಲೊ ದಿಸ್ಲೊ.