Luke 2:14 — Compare Translations
7 translations compared side by side
Odia - 1840
"ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಗ್ದಮ್ ವೈಲ್ಯಾ ಸರ್ಗಾತ್ ದೆವಾಕ್ ಮಹಿಮಾ ಹೊಂವ್ದಿ, ಅನಿ ಹ್ಯಾ ಜಿಮ್ನಿರ್ ತೆನಿ ಸಾಂಗಲ್ಲ್ಯಾ ಸರ್ಕೆ ಜಿವನ್ ಕರ್ತಲ್ಯಾಂಚ್ಯಾ ವಾಂಗ್ಡಾ ಅಸಲ್ಲ್ಯಾಕ್ನಿ ಶಾಂತಿ ಹೊಂವ್ದಿ”.