Luke 2:15 — Compare Translations
7 translations compared side by side
Odia - 1840
"ସ୍ବର୍ଗଦୂତମାନେ ମଷେପାଳକମାନଙ୍କୁ ଛାଡି ସ୍ବର୍ଗକୁ ଫରେିଗଲେ। ମଷେପାଳକମାନେ ପରସ୍ପର କୁହାକୁହି ହେଲେ: ଆମ୍ଭମାନେେ ବେଥ୍ଲହେିମ ୟିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତମାନେ ସେମାନଙ୍କଠାରୁ ଚାଲିଯିବା ପରେ ମେଷପାଳକମାନେ ପରସ୍ପରକୁ କହିଲେ, “ଚାଲ, ଆମେ ବେଥଲିହିମକୁ ଯିବା ଏବଂ ଯାହା ଘଟିଛି ବୋଲି ପ୍ରଭୁ କହିଛନ୍ତି, ତାହା ଦେଖି ଆସିବା।”
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେଥ୍ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।
Odia IRV 2017 (ଓଡିଆ ବାଇବେଲ)
ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ದುತಾ ಸರ್ಗಾರ್ ಪರ್ತುನ್ ಗೆಲ್ಲ್ಯಾ ತನ್ನಾ ತಿ ಕುರ್ಬುರಾ ಎಕಾಮೆಕಾಕ್ನಿ “ಚಲಾ ಬೆತ್ಲೆಹೆಮಾಕ್ ಜಾಂವಾ ಅನಿ ದೆವಾನ್ ಅಮ್ಕಾ ಸಾಂಗಲ್ಲೆ ಬಗುನ್ ಯೆವಾ” ಮನುನ್ ಬೊಲುನ್ ಘೆಟ್ಲ್ಯಾನಿ.