Luke 2:16 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ଵେଷଣ କରି ମରୀୟମ ଓ ଯୋଷେଫଙ୍କୁ, ପୁଣି ଗୁହାଳକୁଣ୍ତରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଶୀଘ୍ର ଯାଇ ମରିୟମ, ଯୋସେଫ ଏବଂ ଗୁହାଳ କୁଣ୍ଡରେ ଶୋଇଥିବା ଶିଶୁଟିକୁ ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಗಡ್ಬಡಿನ್ ಥೈ ಗೆಲ್ಯಾನಿ ಅನಿ ಮರಿಕ್,ಜುಜೆಕ್ ಅನಿ ಗೊದ್ನಿತ್ ನಿಜವಲ್ಲ್ಯಾ ಬಾಳ್ಶ್ಯಾಕ್ ಬಗಟ್ಲ್ಯಾನಿ.