Luke 2:17 — Compare Translations

7 translations compared side by side

Odia - 1840
"ମଷେପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟ ରେ ସ୍ବର୍ଗଦୂତମାନେ ଯାହା କରିଥିଲେ, ତାହା ସମାନେେ ସମସ୍ତଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଏହା ଦେଖି ସେହି ଶିଶୁଙ୍କ ସମ୍ଵନ୍ଧରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତମାନେ ସେହି ଶିଶୁ ସମ୍ବନ୍ଧରେ ଯାହା କହିଥିଲେ, ମେଷପାଳକମାନେ ତାହା ସବୁ ସେମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬಗಟಲ್ಲ್ಯಾ ತನ್ನಾ ದೆವಾಚ್ಯಾ ದುತಾನ್ ಪೊರಾಂಚ್ಯಾ ವಿಶಯಾತ್ ತೆಂಕಾ ಕಾಯ್-ಕಾಯ್ ಸಾಂಗಟಲ್ಲೆ ತೆಂಕಾ ಸಾಂಗ್ಲ್ಯಾನಿ.