Luke 2:18 — Compare Translations

7 translations compared side by side

Odia - 1840
"ମଷେପାଳକମାନେ ଯାହା କହିଲେ ତାହା ଶୁଣି, ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷପାଳକମାନଙ୍କ କଥା ଶୁଣି ସମସ୍ତେ ଆଚମ୍ବିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕುರ್ಬುರಾನಿ ಸಾಂಗಟಲ್ಲೆ ಆಯ್ಕುನ್ ತೆನಿ ಅಜಾಪ್ ಹೊಲೆ.