Luke 2:19 — Compare Translations
7 translations compared side by side
Odia - 1840
"କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମସ୍ତ ଘଟଣା ମରିୟମଙ୍କ ମନରେ ଚିରଦିନ ସ୍ମରଣୀୟ ହୋଇ ରହିଲା ଏବଂ ଏ ସମ୍ପର୍କରେ ସେ ଗଭୀର ଚିନ୍ତାମଗ୍ନ ହୋଇ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಿನ್ ಹೆ ಸಗ್ಳೆ ಅಪ್ನಾಚ್ಯಾ ಮನಾತ್ ಥವ್ನ್ ಘೆವ್ನ್ ಹೆಚ್ಯಾ ವಿಶಯಾತ್ ಬರೆ ಕರುನ್ ಯವಜ್ಲಿನ್.