Luke 2:20 — Compare Translations
7 translations compared side by side
Odia - 1840
"ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେସମସ୍ତ ସକାଶେ ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ବାହୁଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷପାଳକମାନେ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେ ସମସ୍ତ ବିଷୟ ପାଇଁ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ବାହୁଡ଼ି ଗଲେ। ଦୂତଙ୍କ କହିବା ଅନୁଯାୟୀ ଠିକ୍ ସବୁ ଘଟିଯାଇଛି ବୋଲି ସେମାନେ ଜାଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿತಾ ಗಾವುನ್ಗೆತ್ ದೆವಾಕ್ ಹೊಗ್ಳುನ್ಗೆತ್ ಕುರ್ಬುರಾ ಫಾಟಿ ಪರ್ತುನ್ ಗೆಲಿ. ತೆನಿ ಆಯ್ಕಲ್ಲ್ಯಾಸರ್ಕೆ ಅನಿ ದೆವಾಚ್ಯಾ ದುತಾನ್ ಸಾಂಗಟಲ್ಲ್ಯಾ ಸಾರ್ಕೆಚ್ ತೆಂಕಾ ಬಗುಕ್ ಗಾವ್ಲೆ.