Luke 2:21 — Compare Translations
7 translations compared side by side
Odia - 1840
"ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ସପ୍ତାହ ପରେ ଶିଶୁର ସୁନ୍ନତ ହେବା ସମୟରେ ତାଙ୍କର ନାମ ଯୀଶୁ ଦିଆଗଲା। ସେ ର୍ଗଭସ୍ଥ ହେବା ପୂର୍ବରୁ ସ୍ୱର୍ଗଦୂତଙ୍କ ଦ୍ୱାରା ତାଙ୍କର ଏହି ନାମକରଣ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଶିଶୁଟି ଆଠ ଦିନର ହେବାରୁ ତା’ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಟ್ವ್ಯಾ ದಿಸಿ ಪೊರಾಕ್ ಸುನ್ನತ್ ಕರ್ತಲ್ಯಾ ಎಳಾರ್, ತೆಕಾ “ಜೆಜು” ಮನುನ್ ನಾವ್ ಥವ್ಲ್ಯಾನಿ. ಮರಿ ಗರ್ವಾರ್ ಹೊವ್ಚ್ಯಾ ಅದ್ದಿಚ್ ದೆವಾಚ್ಯಾ ದುತಾನ್ ಹೆ ನಾವ್ ತೆಕಾ ದಿಲ್ಲ್ಯಾನ್.