Luke 2:22 — Compare Translations
7 translations compared side by side
Odia - 1840
"ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କର ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ, ଯୋସେଫ ଓ ମରିୟମଙ୍କର ଶୁଦ୍ଧି ହେବା ସମୟ ଉପସ୍ଥିତ ହେଲା, ସେମାନେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଶିଶୁକୁ ଉତ୍ସର୍ଗ କରିବା ପାଇଁ ଯିରୂଶାଲମକୁ ନେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
Odia IRV 2017 (ଓଡିଆ ବାଇବେଲ)
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆಚ್ಯಾ ಖಾಯ್ದ್ಯಾ ಸರ್ಕೆ ಅಪ್ನಾಚಿ ಪದ್ದತ್ ಪಾಳುಕ್ ಮನುನ್ ನಿತಳ್ ಹೊತಲೊ ಎಳ್ ಯೆಲ್ಲ್ಯಾತನ್ನಾ ಜುಜೆ, ಅನಿ ಮರಿ ಪೊರಾಕ್ ದೆವಾಕ್ ಭೆಟ್ವುಕ್ ಮನುನ್ ಜೆರುಜಲೆಮಾಚ್ಯಾ ದೆವಾಚ್ಯಾ ಗುಡಿತ್ ಗೆಲ್ಯಾನಿ,