Luke 2:23 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶାଙ୍କ ବ୍ୟବସ୍ଥାରେ ଲେଖାଅଛି: “ପ୍ରଥମ ଜାତ ପ୍ରତ୍ୟେକ ପୁରୁଷ ସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ‘ନିୟମ’ ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ವೆಸ್ವರಾಚ್ಯಾ ಖಾಯ್ದ್ಯಾತ್ನಿ“ಪಯ್ಲೆ ಜಲಮಲ್ಲೊ ಝಿಲ್ಗೊ ದೆವಾಕ್ ಎಕ್ ಪವಿತ್ರ್ ಮನುನ್ ಭೆಟ್ವುಚೆ” ಮನುನ್ ಲಿವಲ್ಲೆ ಹಾಯ್.