Luke 2:25 — Compare Translations
7 translations compared side by side
Odia - 1840
"ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯିରୂଶାଲମରେ ଶିମୀୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ଵନା ଅପେକ୍ଷା କରୁଥିଲେ, ପୁଣି ପବିତ୍ର ଆତ୍ମା ତାଙ୍କଠାରେ ଅଧିଷ୍ଠାନ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯିରୁଶାଲମରେ ଶିମିୟୋନ୍ ନାମକ ଜଣେ ଧାର୍ମିକ ଓ ଭକ୍ତ ବାସ କରୁଥିଲେ। ସେ ଇଶ୍ରାୟେଲ ଜାତିର ମୁକ୍ତି ସାଧନ ସମୟକୁ ଅପେକ୍ଷା କରୁଥିଲେ। ତାଙ୍କଠାରେ ପବିତ୍ର ଆତ୍ମା ଅଧିଷ୍ଠାନ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନ ଯୀଶୁଙ୍କୁ ଦେଖାକଲେ ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಕಾಲಾತ್ ಸಿಮಾವ್ ಮನ್ತಲೊ ಎಕ್ ಮಾನುಸ್ ಜೆರುಜಲೆಮಾತ್ ಹೊತ್ತೊ.ತೊ ಎಕ್ ಬರೊ ಅನಿ ದೆವಾಚ್ಯಾ ಭಿಂಯಾನ್ ಚಲ್ತಲೊ ಮಾನುಸ್,ತೊ ಇಸ್ರಾಯೆಲಾಚ್ಯಾ ಸುಟ್ಕಾ ಹೊತಲ್ಯಾ ಎಳಾಕ್ ರಾಕುನ್ಗೆತ್ ಹೊತ್ತೊ. ಪವಿತ್ರ್ ಆತ್ಮೊ ತೆಚ್ಯಾ ವಾಂಗ್ಡಾ ಹೊತ್ತೊ.