Luke 2:27 — Compare Translations

7 translations compared side by side

Odia - 1840
"ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଶିମିୟୋନ୍ ମନ୍ଦିରକୁ ଗଲେ। ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ, ତାହା କରିବା ପାଇଁ ପିତାମାତା ଯେତେବେଳେ ଶିଶୁ ଯୀଶୁଙ୍କୁ ମନ୍ଦିର ଭିତରକୁ ଆଣିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾತ್ ಸಾಂಗಲ್ಲ್ಯಾ ಸರ್ಕೆ ಪೊರಾಕ್ ದೆವಾಕ್ ಭೆಟ್ವುಕ್ ಮನುನ್, ತೆಚೆ ಬಾಯ್-ಬಾಬಾ ದೆವಾಚ್ಯಾ ಗುಡಿತ್ ಭೆಟ್ವುಕ್ ಜೆಜುಕ್ ಘೆವ್ನ್ ಯೆಲ್ಲ್ಯಾನಿ. ತನ್ನಾಚ್ ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾನ್ ಸಿಮಿಯಾವ್ ದೆವಾಚ್ಯಾ ಗುಡಿಕ್ಡೆ ಯೆಲ್ಲೊ.