Luke 2:3 — Compare Translations
7 translations compared side by side
Odia - 1840
"ତେଣୁ ପ୍ରେତ୍ୟକକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹರಿ ಎಕ್ಲೊ ಅಪ್ನಾ- ಅಪ್ನಾಚಿ ನಾವಾ ಲಿವುಕ್ ಮನುನ್ ಅಪ್ನಾ-ಅಪ್ನಾಚ್ಯಾ ಸ್ವಂತ್ ಗಾಂವಾಕ್ನಿ ಗೆಲ್ಯಾನಿ.