Luke 2:32 — Compare Translations

7 translations compared side by side

Odia - 1840
"ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ଜ୍ୟୋତି ପ୍ରଦାନ କରିଛ ଅଣଇହୁଦୀମାନଙ୍କ ନିକଟରେ ତୁମ ଇଚ୍ଛା ପ୍ରକାଶ କରିବା ପାଇଁ ଏବଂ ତୁମର ଇଶ୍ରାୟେଲୀୟ ଲୋକମାନଙ୍କୁ ଗୌରବାନ୍ୱିତ କରିବା ପାଇଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”
Odia IRV 2017 (ଓଡିଆ ବାଇବେଲ)
ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ತುಜಿ ಕುಶಿ ಕಾಯ್ ಮನುನ್ ದಾಕ್ವುತಲೊ ಉಜ್ವೊಡ್ ಅನಿ ತುಜ್ಯಾ ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ತೊ ಮಹಿಮಾ ಹಾನ್ತಾ”. ತೆಚ್ಯಾ ಸಾಟ್ನಿ,