Luke 2:33 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଶୁଙ୍କ ବିଷୟରେ ଶିମିୟୋନ୍ ଯାହା କହିଲେ, ତାଙ୍କର ପିତାମାତା ସେଥିରେ ଆଶ୍ଚର୍ଯ୍ୟ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವ್ ಪೊರಾಂಚ್ಯಾ ವಿಶಯಾತ್ ಹೆ ಸಗ್ಳೆ ಸಾಂಗ್ತಲೆ ಬಗುನ್, ಪೊರಾಚೆ ಬಾಯ್ ಬಾಬಾ ಅಜಾಪ್ ಹೊಲೆ.