Luke 2:34 — Compare Translations
7 translations compared side by side
Odia - 1840
"ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶିମୀୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବ ପ୍ରକାଶିତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମିୟୋନ୍ ସେମାନଙ୍କୁ ଆଶୀର୍ବାଦ କରି ଶିଶୁର ମାତା ମରିୟମଙ୍କୁ କହିଲେ, “ଇଶ୍ରାୟେଲୀୟମାନଙ୍କ ମଧ୍ୟରୁ ଅନେକେ ବିନାଶ ପୁଣି ଅନେକଙ୍କ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ଏହି ଶିଶୁ ମନୋନୀତ ହୋଇଛନ୍ତି। ସେ ଈଶ୍ୱରଙ୍କଠାରୁ ଏକ ସଙ୍କେତ ସ୍ୱରୂପ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವಾನ್ ತೆಂಕಾ ಆಶಿರ್ವಾದ್ ದಿಲ್ಯಾನ್, ಅನಿ ಮರಿಕ್, ಹ್ಯೊ ಪೊರ್ ದೆವಾನ್ ಧಾಡಲ್ಲಿ ಎಕ್ ವಳಕ್ ಹೊತಾ ಇಸ್ರಾಯೆಲಾತ್ಲ್ಯಾ ಸುಮಾರ್ ಲೊಕಾಕ್ನಿ ಪಡುಕ್ ಅನಿ ಉಟುಕ್, ಕಾರನ್ ಹೊತಾ. ಖರೆ ಸುಮಾರ್ ಲೊಕಾ ಹೆಚ್ಯಾ ವಿಶಯಾತ್ ಹುರ್ಪಾಟಿ ಬೊಲ್ತ್ಯಾತ್.