Luke 2:35 — Compare Translations

7 translations compared side by side

Odia - 1840
"ଲୋକମାନଙ୍କ ମନ ଭିତ ରେ ଥିବା ଗୋପନକଥା ପ୍ରକାଶିତ ହବେ। ସହେି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍‍ଗ ବିଦ୍ଧ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକେ ତାଙ୍କୁ ବିରୋଧ କରି ନିଜ ହୃଦୟର ଗୁପ୍ତ ଚିନ୍ତା ସବୁ ପ୍ରକାଶ କରିବେ। ଦୁଃଖରୂପ ଏକ ତୀକ୍ଷ୍ଣ ଖଡ୍ଗ ତୁମ ନିଜ ହୃଦୟକୁ ବିଦୀର୍ଣ୍ଣ କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ತೆಂಚ್ಯಾ ನಿಪುನ್ ಹೊತ್ತ್ಯಾ ಸಗ್ಳ್ಯಾ ಯವ್ಜನ್ಯಾ ಭಾಯ್ರ್ ಉಜ್ಟೊಡಾಕ್ ಹಾನ್ತಾ, ಅನಿ ದುಕ್, ಎಕ್ ಧಾರ್‍ಲ್ಯಾ ಚಾಕ್ವಾ ಸರ್ಕೆ ತುಜ್ಯಾ ಕಾಳ್ಜಾಕ್ ಟೊಪ್ತಾ.