Luke 2:36 — Compare Translations
7 translations compared side by side
Odia - 1840
"ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା । ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଶେର୍ ବଂଶଜାତ ଫିନୁଏଲଙ୍କ କନ୍ୟା ହାନ୍ନା ନାମ୍ନୀ ଜଣେ ୮୪ ବର୍ଷ ବୟସ୍କା ବୃଦ୍ଧା ଥିଲେ। ସେ ଜଣେ ଭାବବାଦିନୀ ଥିଲେ। ବିବାହର ମାତ୍ର ସାତ ବର୍ଷ ପରେ ସେ ବିଧବା ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହାନ୍ନା ଯୀଶୁଙ୍କୁ ଦେଖାକଲେ ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ನಾ ಮನುನ್ ನಾವ್ ಹೊತ್ತಿ ಎಕ್ ಪ್ರವಾದಿನ್ಬಿ ಥೈ ಹೊತ್ತಿ. ತಿ ಫಾನುಯೆಲಾಚಿ ಲೆಕ್ ಅಶೆರ್ ಮನ್ತಲ್ಯಾ ಘರಾನ್ಯಾಚಿ. ತಿ ನಗಿನ್ ಹೊವ್ನ್ ಸಾತ್ ವರ್ಸಾ ಅಪ್ನಾಚ್ಯಾ ಘೊವಾಚ್ಯಾ ವಾಂಗ್ಡಾ ಹೊತ್ತಿ. ಅನಿ ತಿ ಲೈ ಮ್ಹಾತಾರಿ ಹೊಲ್ಲಿ.