Luke 2:37 — Compare Translations
7 translations compared side by side
Odia - 1840
"ତା'ପରେ ତାହାଙ୍କର ସ୍ବାମୀ ମରିଗଲେ ଓ ସେ ବିଧବା ହାଇେ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହାଇେଥିଲା। ହାନ୍ନା ସବୁବେଳେ ମନ୍ଦିର ରେ ରହୁଥିଲେ। କବେେ ହେଲେ ସେ ମନ୍ଦିର ଛାଡି ଯାଇ ନଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ବରଙ୍କ ଉପାସନା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆଦୌ ମନ୍ଦିର ଛାଡ଼ି ବାହାରକୁ ଯାଉ ନ ଥିଲେ, ଉପବାସ ଓ ପ୍ରାର୍ଥନା ସହ ଦିବାରାତ୍ରି ସେ ଈଶ୍ୱରଙ୍କ ଉପାସନା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತಿ ಆಂಯ್ಸಿರ್ ಚಾರ್ ವರ್ಸಾಚಿ ವಿಧವ್. ದಿಸ್ ಅನಿ ರಾತ್ ದೆವಾಚಿ ಭಜನ್ ಕರುನ್ಗೆತ್ ಉಪಾಸ್, ಮಾಗ್ನಿ ಕರುನ್ಗೆತ್ ತಿ ದೆವಾಚ್ಯಾ ಗುಡಿತುಚ್ ರ್ಹಾಯ್. ದೆವಾಚಿ ಗುಡಿ ಸೊಡುನ್ ತಿ ಕಡೆಕ್ ಜಾಯ್ನಸಿ.