Luke 2:39 — Compare Translations
7 translations compared side by side
Odia - 1840
"ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଓ ମରିୟମ ଘରକୁ ଫେରିଗଲେ ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା’ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾತ್ ಸಾಂಗಲ್ಲೆ ಸಾರ್ಕೆ. ಸಗ್ಳೆ ಶಾಸ್ತರ್ ಕರುನ್ ಸರಲ್ಲ್ಯಾ ತನ್ನಾ, ಮರಿ ಅನಿ ಜುಜೆ ಅಪ್ನಾಚ್ಯಾ ಸ್ವಂತ್ ಗಾವಾಕ್ ಗಾಲಿಲಿಯಾತ್ಲ್ಯಾ ನಜರೆತಾಕ್ ಪರ್ತುನ್ ಗೆಲ್ಯಾನಿ.