Luke 2:4 — Compare Translations

7 translations compared side by side

Odia - 1840
"ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରରୁ ଯିହୁଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେ‌ଥ୍‌ଲେହିମକୁ ଗଲେ। ବେ‌ଥ୍‌ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜುಜೆಬಿ ಗಾಲಿಲಿಯಾಚ್ಯಾ ನಜರೆತ್ ಮನ್ತಲ್ಯಾ ಗಾವಾತ್ನಾ, ದಾವಿದ್ ರಾಜಾಚ್ಯಾ ಉಪಾಜಲ್ಲ್ಯಾ ಗಾವಾಕ್, ಜುದೆಯಾಚ್ಯಾ ಬೆತ್ಲೆಹೆಮಾಕ್ ಗೆಲೊ.ತೊ ದಾವಿದಾಚ್ಯಾ ಘರಾನ್ಯಾಚೊ, ತಸೆ ಮನುನ್ ತೊ ಥೈ ಗೆಲೊ.