Luke 2:40 — Compare Translations
7 translations compared side by side
Odia - 1840
"ସାନ ଶିଶୁଟି ଦିନକୁ ଦିନ ବଢିବାକୁ ଲାଗିଲେ। ସେ ହୃଷ୍ଟପୃଷ୍ଟ ଓ ବୁଦ୍ଧିମାନ ହବୋକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ବରଙ୍କର ଆଶୀର୍ବାଦ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଶୁ ବଳିଷ୍ଠ ହୋଇ ବଢ଼ିବାକୁ ଲାଗିଲେ, ସେ ଜ୍ଞାନରେ ପୂର୍ଣ୍ଣ ହେଲେ ଏବଂ ତାଙ୍କ ଉପରେ ଈଶ୍ୱରଙ୍କ ଆଶୀର୍ବାଦ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊರ್ ಮೊಟೊ ಹೊವ್ನ್ ಘಟ್-ಮುಟ್ ಹೊಲೊ, ಅನಿ ಬುದ್ದಿನ್ಬಿ ಬರೊ ಹೊಲೊ. ದೆವಾಚಿ ಕುರ್ಪಾ ತೆಚ್ಯಾ ವರ್ತಿ ಹೊತ್ತಿ.