Luke 2:41 — Compare Translations

7 translations compared side by side

Odia - 1840
"ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ୟିରୂଶାଲମ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାର ପର୍ବ ପାଳନ ନିମନ୍ତେ ପ୍ରତି ବର୍ଷ ଯୀଶୁଙ୍କ ପିତାମାତା ଯିରୂଶାଲମକୁ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାଳକ ଯୀଶୁ ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ଯିରୁଶାଲମ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿಎಕ್ ವರ್ಸಾ ಜೆಜುಚೆ ಬಾಯ್-ಬಾಬಾ ಪಾಸ್ಕಾಚ್ಯಾ ಸನಾಕ್ ಮನುನ್ ಜೆರುಜಲೆಮಾಕ್ ಜಾಯ್ತ್.