Luke 2:42 — Compare Translations

7 translations compared side by side

Odia - 1840
"ଯୀଶୁଙ୍କୁ ବାରବର୍ଷ ବୟସ ହାଇେଥିବା ସମୟରେ ସବୁଥର ଭଳି ସମାନେେ ପର୍ବକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ବାର ବର୍ଷ ହେଇଥିବା ସମୟରେ ରୀତି ଅନୁସାରେ ସେମାନେ ପର୍ବ ପାଳନ ପାଇଁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಬಾರಾ ವರ್ಸಾಚೊ ಹೊತ್ತೊ ತನ್ನಾ, ಸದ್ದಿಚ್ಯಾ ಸರ್ಕೆ ತೆನಿ ಪಾಸ್ಕಾಚ್ಯಾ ಸನಾಕ್ ಜೆರುಜಲೆಮಾಕ್ ಗೆಲ್ಯಾನಿ.