Luke 2:44 — Compare Translations
7 translations compared side by side
Odia - 1840
"ଦଳ ଭିତ ରେ ପୁଅ ଅଛି ଭାବି ୟୋ ସଫେ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସମାନେେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତ ରେ ଯୀଶୁଙ୍କୁ ଖାଜେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି ଆତ୍ମୀୟ ଓ ପରିଚିତ ଲୋକମାନଙ୍କ ମଧ୍ୟରେ ତାହାଙ୍କର ଅନ୍ଵେଷଣ କରିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଭାବିଲେ, ସେ ଅନ୍ୟ ଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି; ତେଣୁ ସେମାନେ ଦିନକର ବାଟ ଚାଲି ଆସିବା ପରେ ଆତ୍ମୀୟ ଓ ବନ୍ଧୁମାନଙ୍କ ମଧ୍ୟରେ ତାଙ୍କୁ ଖୋଜିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା’ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚ್ಯಾ ಗಾವಾಕ್ ಯೆತಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಯೆವ್ಲಾ ಕಾಯ್ಕಿ ಮನುನ್ ಯವ್ಜುನ್, ಎಕ್ ದಿಸಾಚಿ ವಾಟ್ ಚಲುನ್ ಗೆಲ್ಲ್ಯಾ ಮಾನಾ, ತೆನಿ ತೆಂಚ್ಯಾ ಸೊಯ್ರ್ಯಾತ್ನಿ ಅನಿ ವಳ್ಕಿಚ್ಯಾತ್ನಿ ಜೆಜುಕ್ ಹುಡಕ್ಲ್ಯಾನಿ.