Luke 2:45 — Compare Translations

7 translations compared side by side

Odia - 1840
"କିନ୍ତୁ ସମାନେେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସମାନେେ ଯୀଶୁଙ୍କୁ ଖାଜେି ଖାଜେି ୟିରୁଶାଲମ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କୁ ନ ପାଇ ସେମାନେ ଖୋଜି ଖୋଜି ଯିରୂଶାଲମକୁ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ತೆಂಕಾ ಗಾವುಕ್ನಾ, ತಸೆ ಮನುನ್ ತೆನಿ ಜೆಜುಕ್ ಹುಡ್ಕುನ್ಗೆತ್, ಅನಿ ಪರ್ತುನ್ ಜೆರುಜಲೆಮಾಕ್ ಗೆಲ್ಯಾನಿ,