Luke 2:47 — Compare Translations
7 translations compared side by side
Odia - 1840
"ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡିକ ଶୁଣି ସମାନେେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଵିତ ହେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ତାଙ୍କ କଥା ଶୁଣୁଥିଲେ, ସେମାନେ ତାଙ୍କର ବିଚକ୍ଷଣ କଥା ଶୁଣି ଅବାକ୍ ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಉಶಾರ್ಕಿನ್ ಜಬಾಬ್ ದಿತಲೆ ಬಗುನ್, ಆಯ್ಕಲ್ಲೆ ಸಗ್ಳೆಜಾನ್ ಅಜಾಪ್ ಹೊಲ್ಲೆ.