Luke 2:48 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ବାପାମାଆ ତାହାଙ୍କୁ ଦେଖି ବିସ୍ମିତ ହାଇଗେଲେ। ତାହାଙ୍କ ମାଆ ତାହାଙ୍କୁ ପଚାରିଲେ, ପୁଅ ରେ! ତୁ ଆମ ସାଙ୍ଗ ରେ ଏପରି କାହିଁକି କଲୁ? ତାେ ବାପା ଓ ମୁଁ ତାେତେ ଖାଜେି ଖାଜେି ବହୁତ ଚିନ୍ତିତ ହାଇେ ପଡିଲୁଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ଵିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ କାତର ହୋଇ ତୋତେ ଖୋଜୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ଦେଖି ତାଙ୍କର ପିତାମାତା ଆଶ୍ଚର୍ଯ୍ୟ ହେଲେ ଓ ତାଙ୍କର ମା’ ତାଙ୍କୁ ପଚାରିଲେ, “ପୁଅରେ, ତୁ ଆମ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ତୋତେ ଖୋଜି ଖୋଜି ତୋର ବାପା ଓ ମୁଁ ବଡ଼ ବ୍ୟସ୍ତ ହୋଇ ପଡ଼ିଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಬಗುನ್ ತೆಚೆ ಬಾಯ್ ಬಾಬಾ ಅಜಾಪ್ ಹೊಲ್ಯಾನಿ, ಅನಿ ತೆಚ್ಯಾ ಬಾಯ್ನ್ ತೆಕಾ “ಮಾಜ್ಯಾ ಪೊರಾ, ತಿಯಾ ಅಮ್ಕಾ ಅಶೆ ಕಶ್ಯಾಕ್ ಕರ್ಲೆ? ತುಕಾ ಹುಡ್ಕುಕ್, ಮಿಯಾ ಅನಿ ತುಮ್ಚೊ ಬಾಬಾ ಕವ್ಡೊ ತರಾಸ್ ಕರುನ್ ಘೆಟ್ಲಾಂವ್ ಗೊತ್ತ್ ಹಾಯ್?” ಮಟ್ಲಿನ್.